76

ନୂଆପଡ଼ା -୩୧/୦୧ – ନୂଆପଡ଼ା ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଶ୍ରୀ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ମଙ୍ଗଳ ବିଭାଗ ଦ୍ଵାରା ପରିଚାଳିତ ବିଦ୍ୟାଳୟ ସମୂହର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି।ବୈଠକର ଆରମ୍ଭରେ ଜିଲ୍ଲା କଲ୍ୟାଣ ଅଧିକାରୀ ଦୀପ୍ତିମନ୍ତ ଭୋଇ ସମସ୍ତଙ୍କୁ ସ୍ୱାଗତ କରି ଜିଲ୍ଲାରେ ବିଭାଗ ଦ୍ଵାରା ଚାଲୁଥିବା ବିଦ୍ୟାଳୟ ମାନଙ୍କର ବିଭିନ୍ନ କାର୍ଯ୍ୟକଳାପ ସମ୍ପର୍କରେ ଅବଗତ କରାଇଥିଲେ।

