10

ନୂଆପଡା- ୨୦/୦୨ (ମାରାଗୁଡ଼ା ଏକ୍ସପ୍ରେସ) ନୂଆପଡାରେ “ ନିରନ୍ତର ବିକାଶ ଲକ୍ଷ୍ୟ – ୨୦୩୦” ଉପରେ ଏକ ଜିଲ୍ଲା ସ୍ତରୀୟ ତାଲିମ ଶିବିର ତଥା ସଚେତନତା କାର୍ଯ୍ୟକ୍ରମ ସ୍ଥାନୀୟ ସଦଭାବନା ସଭା ଗୃହରେ ଆୟୋଜିତ ହୋଇଛି।