8


ନୂଆପଡ଼ା -୮/୩- ନୂଆପଡ଼ା ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଆନ୍ତର୍ଜାତୀୟ ମହିଳା ଦିଵସ ପାଳନ କରାଯାଇଛି । ଏହି ଅବସରରେ ମୁଖ୍ୟ ବିଚାର ବିଭାଗୀୟ ବିଚାରପତି ପ୍ରଜ୍ଞା ପାରମିତା ମହାପାତ୍ର, ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ନବନୀତା ଦାଶ, ବରିଷ୍ଠ ଦେୱାନୀ ଜଜ୍ ସୂର୍ଯ୍ୟକାନ୍ତ ଆଚାର୍ଯ୍ଯ, ମହିଳା କୋର୍ଟ ଜଜ୍ ସରୋଜିନୀ ସାହୁ, ରେଜିଷ୍ଟ୍ରାର୍ ସୌଭାଗ୍ଯ ରଞ୍ଜନ ପ୍ରଧାନ, ଏସ୍.ଡି.ଜେ.ଏମ୍ ସ୍ନାତକୀ ଦାଶ, ପ୍ରାଧିକରଣର ମୂଖ୍ଯ ଆଇନ ସେବା ପ୍ରତିପକ୍ଷ ଓକିଲ ପ୍ରକାଶ ସେନାପତି, ଶିଶୁ ମଙ୍ଗଳ ସମିତି ସଦସ୍ୟ ନାରାୟଣ ଯୋଶୀ, ସଖୀ କେନ୍ଦ୍ରର କେନ୍ଦ୍ର ପରିଚାଳିକା ତପସ୍ୱିନୀ ପଣ୍ଡା, ପ୍ରାଧିକରଣର ଅଧିକାର ମିତ୍ରଗଣ ଓ ଜିଲ୍ଲା ଓକିଲ ସଂଘର ଅଧିବକ୍ତାଗଣ ଅଂଶଗ୍ରହଣ କରିଥିଲେ ।