45
ନୂଆପଡ଼ା -୧୨/୩- ନୂଆପଡା ଜିଲ୍ଲା ତଥା ଓଡ଼ିଶାର ମହିଳା ଉଦ୍ୟୋଗୀତା ସହିତ ସମୃଦ୍ଧ ସାଂସ୍କୃତିକ ପରମ୍ପରାକୁ ଆଗେଇ ନେବା ଉଦ୍ଦେଶ୍ୟରେ ଜିଲ୍ଲା ପ୍ରଶାସନ, ନୂଆପଡ଼ା ଓ ଓଡ଼ିଶା ସରକାରଙ୍କ ମିଶନ ଶକ୍ତି ବିଭାଗର ଆନୁକୂଲ୍ୟରେ ନୂଆପଡ଼ା ସ୍ଥିତ ନେସନାଲ ମହାବିଦ୍ୟାଳୟ ପଡ଼ିଆରେ ଚଳିତ ସୁଭଦ୍ରା ଶକ୍ତି ମେଳାର ଆଜି ଦ୍ବିତୀୟ ଦିନ ଥିଲା।
