10
ନୂଆପଡ଼ା -୨୭/୩- ନୂଆପଡ଼ା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ସମନ୍ୱିତ ଶିଶୁ ବିକାଶ ଯୋଜନା ସମ୍ପର୍କିତ ଜିଲ୍ଲାସ୍ତରୀୟ ସମୀକ୍ଷା ବୈଠକ ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।



ଏହି ପରିପ୍ରେକ୍ଷିରେ କୋମନା ଅଞ୍ଚଳରେ ଜଣେ ସୁପରଭାଇଜରଙ୍କୁ କାରଣ ଦର୍ଶାଅ ନୋଟିସ ଜାରି ସହ ମାର୍ଚ୍ଚ ମାସର ଦରମା ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା।