105
ନୂଆପଡ଼ା -୩୦/୪- ନୂଆପଡ଼ା ଜିଲ୍ଲା ସ୍ୱାସ୍ଥ୍ୟ ସେବାରେ ବ୍ୟାପକ ସଂସ୍କାର ଓ ସିକିଲ୍ ସେଲ୍ ଭଳି ଗମ୍ଭୀର ରୋଗର ମୂଳୋତ୍ପାଟନ ପାଇଁ ପ୍ରଶାସନ ତତ୍ପରତା ପ୍ରକାଶ କରିଛି। ଆଜି ଜିଲ୍ଲା ମୁଖ୍ୟାଳୟ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଜିଲ୍ଲାସ୍ତରୀୟ ସ୍ୱାସ୍ଥ୍ୟ ସମୀକ୍ଷା ବୈଠକରେ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି।
