65
୫୯ଟି ଅଭିଯୋଗର ଶୁଣାଣି ଓ ତତ୍କାଳ ସହାୟତା।
ନୂଆପଡ଼ା -୧୮/୦୫ – ନୂଆପଡ଼ା ଜିଲ୍ଲା କୋମନା ବ୍ଲକ ପରିସରରେ ଜିଲ୍ଲା ପ୍ରଶାସନ ତରଫରୁ ଏକ ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଜିଲ୍ଲାପାଳ ମଧୁସୂଦନ ଦାଶ ମୁଖ୍ୟ ଭାବେ ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ସମସ୍ୟାର ସିଧାସଳଖ ଶୁଣାଣି କରିଛନ୍ତି।