24
ନୂଆପଡ଼ା- ୧୨/୭- ନୂଆପଡ଼ା ଜିଲ୍ଲା ସିନାପାଲିର ଗଙ୍ଗାଧର ସାରସ୍ୱତ ସମିତି ପକ୍ଷରୁ ଚଳିତ ବର୍ଷର ବହୁ ପ୍ରତୀକ୍ଷିତ ‘ଶ୍ରାବଣୀ’ ବର୍ଷା ସାହିତ୍ୟ ଆସର ରବିବାର ସ୍ଥାନୀୟ ଉଚ୍ଚ ବିଦ୍ୟାଳୟ ପରିସରରେ ଆଡ଼ମ୍ବରପୂର୍ଣ୍ଣ ଭାବେ ଅନୁଷ୍ଠିତ ହୋଇଛି। ସାହିତ୍ୟ, ସଂସ୍କୃତି ଓ ସୃଜନଶୀଳତାର ଅପୂର୍ବ ସମନ୍ୱୟରେ ଆୟୋଜିତ ଏହି କାର୍ଯ୍ୟକ୍ରମ ସ୍ଥାନୀୟ ସାରସ୍ୱତ ପରିବେଶକୁ ଅଧିକ ସମୃଦ୍ଧ କରିଥିଲା।


