191
ନୂଆପଡ଼ା -୨୫/୭- ନୂଆପଡ଼ା ଜିଲ୍ଲା ସଦର ନିକଟସ୍ଥ ଘାଟିପଡ଼ାରୁ କୋରାପୁଟ ଜିଲ୍ଲାକୁ ସଂଯୋଗ କରୁଥିବା ଗୁରୁତ୍ୱପୂର୍ଣ୍ଣ ବିଜୁ ଏକ୍ସପ୍ରେସ ୱେ ବର୍ତ୍ତମାନ ମରଣଯନ୍ତାରେ ପରିଣତ ହୋଇଥିବା ଅଭିଯୋଗ ହେଉଛି। ଯାତାୟାତକୁ ସୁଗମ ଓ ସୁରକ୍ଷିତ କରିବା ପାଇଁ କୋଟି କୋଟି ଟଙ୍କା ବ୍ୟୟରେ ନିର୍ମିତ ଏହି ସଡ଼କ ଅବହେଳା ଯୋଗୁଁ ଆଜି ଅତ୍ୟନ୍ତ ଶୋଚନୀୟ ଅବସ୍ଥାରେ ପହଞ୍ଚିଛି।

