88
ନୂଆପଡ଼ା – ୩୧/୦୭- କଳାହାଣ୍ଡି ଲୋକସଭା ସାଂସଦ ମାଳବିକା ଦେବୀ ଗତକାଲି ରାଜ୍ୟର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଙ୍କ ସହ ଏକ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ କଳାହାଣ୍ଡି ଏବଂ ନୂଆପଡ଼ା ଜିଲ୍ଲାର ଜନ ସମସ୍ୟା, ବିକାଶମୂଳକ ପ୍ରକଳ୍ପ ଓ ଲୋକ ହିତ ସମ୍ପର୍କିତ ଅନେକ ଗୁରୁତ୍ୱପୂର୍ଣ୍ଣ ବିଷୟରେ ଦୀର୍ଘ ଆଲୋଚନା ହୋଇଛି।