104
🔷 ସ୍ୱତନ୍ତ୍ର ପ୍ରାଣୀ ଚିକିତ୍ସା ଶିବିର : ତାଲାକୋଟରେ ଜିଲ୍ଲା ପ୍ରାଣୀ ସମ୍ପଦ ବିଭାଗ ପକ୍ଷରୁ ଗୃହପାଳିତ ପଶୁପକ୍ଷୀଙ୍କ ଚିକିତ୍ସା ଓ ଆବଶ୍ୟକ ପରାମର୍ଶ ଦିଆଯାଇଥିଲା।
Table of Contents
ନୂଆପଡ଼ା -୧୦/୦୮- ଲୋକଙ୍କ ସମସ୍ୟାର ସିଧାସଳଖ ଓ ତ୍ୱରିତ ସମାଧାନ ପାଇଁ ସିନାପାଲି ବ୍ଲକ ସଭାଗୃହରେ ଆଜି ଅନୁଷ୍ଠିତ ହୋଇଯାଇଛି ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର।
ଏହି ଶିବିରରେ ଜିଲ୍ଲାପାଳ ମଧୁସୂଦନ ଦାଶ ଏବଂ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଆମ୍ରିତପାଳ ସିଂ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଶୁଣିବା ସହ ଘଟଣାଗୁଡ଼ିକର ତୁରନ୍ତ ନିଷ୍ପତ୍ତି ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି।
