89
ନୂଆପଡ଼ା -୧୯/୮- ଖଡ଼ିଆଳ ସ୍ୱୟଂଶାସିତ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ବିଭାଗ ପକ୍ଷରୁ ପ୍ରଜାପତି ବ୍ରହ୍ମକୁମାରୀ ବିଶ୍ୱବିଦ୍ୟାଳୟର ସହଯୋଗରେ ଛାତ୍ରଛାତ୍ରୀଙ୍କୁ ନେଇ ନିଶା ନିବାରଣ ସଚେତନତା ଓ ଆତ୍ମସୁରକ୍ଷା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି।