83
ଭୁବନେଶ୍ୱର,୯/୬ : ୨୪ କ୍ୟାରେଟ୍ ୧୦ ଗ୍ରାମ୍ ସୁନା ଦାମ୍ ୯୭,୬୯୦ ଟଙ୍କା ରହିଛି । ଗତକାଲି ୯୭,୯୭୦ ଟଙ୍କା ଥିଲା । ଏଥିରେ ୨୮୦ ଟଙ୍କା ହ୍ରାସ ହୋଇଛି । ୨୨ କ୍ୟାରେଟ୍ ୧୦ ଗ୍ରାମ୍ ସୁନା ଦାମ୍ ୮୯,୫୫୦ ଟଙ୍କା ରହିଛି । ଗତକାଲି ୮୯,୮୦୦ ଥିଲା । ଏଥିରେ ୨୫୦ ଟଙ୍କା ହ୍ରାସ ହୋଇଛି । ୧୮ କ୍ୟାରେଟ୍ ସୁନା ଦାମ୍ ୧୦ ଗ୍ରାମ୍କୁ ୭୩,୨୭୦ ଟଙ୍କା ରହିଛି । ଗତକାଲି ଏହା ୭୩,୪୮୦ ଟଙ୍କା ଥିଲା । ଏଥିରେ ୨୧୦ ଟଙ୍କା ହ୍ରାସ ହୋଇଛି ।
ସେହପରି ରୁପା ଦାମ୍ରେ କୌଣସି ପରିବର୍ତ୍ତନ ହୋଇ ନାହିଁ । ୧୦୦ ଗ୍ରାମ୍ ରୁପା ଦାମ୍ ୧୧,୮୦୦ ଟଙ୍କା ରହିଛି । ଗତକାଲି ମଧ୍ୟ ୧୧,୮୦୦ ଥିଲା ।