5

ବୋଡେ଼ନ – ୧୫/୪ ( ଜଗତ ରାମ ଦଣ୍ଡ ସେନା) ନୂଆପଡ଼ା ଜିଲ୍ଲା ବୋଡେ଼ନ ବ୍ଲକ ଖଇରା ପଞ୍ଚାୟତ ଅନ୍ତର୍ଗତ ଶୁକଳପୁର ନିକଟସ୍ଥ ଆମେରା କଲୋନୀରେ ସମ୍ବିଧାନ ପ୍ରଣେତା ଡକ୍ଟର ଭୀମରାଓ ଆମ୍ବେଦକରଙ୍କ ଜୟନ୍ତୀ ଅତ୍ୟନ୍ତ ଆଡ଼ମ୍ବର ସହକାରେ ପାଳିତ ହୋଇଯାଇଛି। ସୁରଭି ଫାଉଣ୍ଡେସନ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗଦେଇ ବାବା ସାହେବଙ୍କ ସ୍ମୃତି ଚାରଣ କରିଥିଲେ।