24
ନୂଆପଡ଼ା -୨୮/୬- ନୂଆପଡ଼ା ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ଏବଂ ଜିଲ୍ଲା ସଂସ୍କୃତି ବିଭାଗର ମିଳିତ ଆନୁକୂଲ୍ୟରେ ଆଜି ସ୍ଥାନୀୟ ପି.ଏମ୍. ଶ୍ରୀ ନେସନାଲ ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ଓଡ଼ିଶା ସାହିତ୍ୟ ଏକାଡେମୀ ର ସ୍ଵନକ୍ଷତ୍ର ଦିବସ ବେଶ୍ ଧୂମଧାମରେ ପାଳିତ ହୋଇଯାଇଛି।
ଏହି ଅବସରରେ ଆୟୋଜିତ ଜିଲ୍ଲାସ୍ତରୀୟ ପ୍ରତିଯୋଗିତାରେ ଜିଲ୍ଲାର ବିଭିନ୍ନ ବିଦ୍ୟାଳୟରୁ ପ୍ରାୟ ୧୮୭ ଜଣ ଛାତ୍ରଛାତ୍ରୀ ଭାଗ ନେଇ ନିଜର ପ୍ରତିଭା ପ୍ରଦର୍ଶନ କରିଥିଲେ।


