93
ନୂଆପଡ଼ା -୨୬/୬- ନୂଆପଡ଼ା ଜିଲ୍ଲା ବୋଡେନ ବ୍ଲକ ଅନ୍ତର୍ଗତ ଗହୁରପଦର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ ସୁରେଶ ଦୀପଙ୍କ ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରାଯାଇଛି। ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପ୍ରକ୍ରିୟା ବିଚାରାଧୀନ ଥିବାରୁ ତାଙ୍କୁ ଚାକିରିରୁ ନିଲମ୍ବନ କରାଯାଇଛି।