46
କୃଷି ଓ ଉଦ୍ୟାନ କୃଷି ଯୋଜନାର ସମୀକ୍ଷା ବୈଠକ ଅନୁଷ୍ଠିତ। ପ୍ରଗତିଶୀଳ ଚାଷୀଙ୍କୁ ସମ୍ବର୍ଦ୍ଧନା
previous post
ନୂଆପଡ଼ା – ୧୦/୦୧ (ସୁରେନ୍ଦ୍ର ତିୱାରୀ) ନୂଆପଡା ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ଆଜି ମୁଖ୍ୟାଳୟ ସମ୍ମିଳନୀ କକ୍ଷରେ କୃଷି ଓ ଉଦ୍ୟାନ କୃଷି କାର୍ଯ୍ୟକ୍ରମ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ପ୍ରଦୀପ କୁମାର ନାୟକ ରବି ଋତୁ ୨୦୨୫-୨୬ ପାଇଁ ଫସଲ ଖସଡ଼ା, ସାର ବଣ୍ଟନ ଏବଂ ବିଭିନ୍ନ ପ୍ରୋତ୍ସାହନ ବିତରଣ କାର୍ଯ୍ୟକ୍ରମ ସମ୍ବନ୍ଧରେ ବିସ୍ତୃତ ଭାବରେ ଆଲୋଚନା କରିଥିଲେ l ଏହାସହିତ ରବି ଋତୁ ପାଇଁ ଡାଲି ଚାଷରେ ଆତ୍ମନିର୍ଭରତା ମିଶନ, ଶ୍ରୀ ଅନ୍ନ ଅଭିଯାନ ଏବଂ ଚାଷୀ ରେଜିଷ୍ଟ୍ରି ସମ୍ବନ୍ଧରେ ମଧ୍ୟ ଆଲୋଚନା କରାଯାଇଥିଲା।

