35
ରେଡକ୍ରସ ସହାୟତା- ଶିବିର ଅବସରରେ ଦୁଇ ଜଣ ଅଭାବୀ ଆବେଦନକାରୀ ସହାନାଜ ବେଗମ ଏବଂ ଜଗଦୀଶ ଦୀପ ଙ୍କୁ ରେଡକ୍ରସ ପାଣ୍ଠିରୁ ତତ୍କାଳୀନ ସହାୟତା ସ୍ୱରୂପ ୫,୦୦୦ ଟଙ୍କା ଲେଖାଏଁ ପ୍ରଦାନ କରାଯାଇଥିଲା।

ନୂଆପଡ଼ା -୧୩/୦୭-ନୂଆପଡ଼ା ଜିଲ୍ଲା ପ୍ରଶାସନ ପକ୍ଷରୁ ଜନସାଧାରଣଙ୍କ ସମସ୍ୟାର ତ୍ୱରିତ ସମାଧାନ ଏବଂ ସେବାକୁ ଅଧିକ ଲୋକାଭିମୁଖୀ କରିବା ପାଇଁ ଏକ ପ୍ରଶଂସନୀୟ ପଦକ୍ଷେପ ଗ୍ରହଣ କରାଯାଇଛି। ଆଜି କୋମନା ବ୍ଲକ ପରିସରରେ ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ଏକ ବୃହତ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।
