73
ବୋଡେ଼ନ -୨୨/୪ (ଜଗତ ରାମ ଦଣ୍ଡ ସେନା) ନୂଆପଡ଼ା ଜିଲ୍ଲା ବୋଡେ଼ନ ବ୍ଲକ ଅନ୍ତର୍ଗତ ଖଇରା ଗ୍ରାମର ନାଙ୍ଗପଡ଼ାରେ ଏକ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ଷୋହଳ ପ୍ରହରୀ ନାମଯଜ୍ଞ ଅନୁଷ୍ଠିତ ହୋଇଛି। ମଙ୍ଗଳବାର ଦିନ ଶୁଭ କଳସ ଯାତ୍ରା ଓ ଅଧିବାସ କାର୍ଯ୍ୟ ସମ୍ପନ୍ନ ହେବା ପରେ, ବୁଧବାର ଠାରୁ ବିଧିବଦ୍ଧ ଭାବେ ଅଖଣ୍ଡ ନାମ ସଂକୀର୍ତ୍ତନ ଆରମ୍ଭ ହୋଇଛି।
