53
ନୂଆପଡ଼ା- ୧୧/୦୬- ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ଏକ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ଭାଗିଦାରିତା ଶିବିର ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ଖଡ଼ିଆଳ ସହର ର ୨ ନମ୍ବର ୱାର୍ଡସ୍ଥିତ ପବ୍ଲିକ ସ୍କୁଲ ସମ୍ମୁଖରେ ଏହି କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା।
