16
ନୂଆପଡ଼ା -୦୪/୦୮- ନୂଆପଡ଼ା ସଦର ମହକୁମାସ୍ଥିତ ସଦ୍ଭାବନା ସଭାଗୃହରେ ସୋମବାର ଦିନ ଜିଲ୍ଲାପାଳ ମଧୁସୂଦନ ଦାଶ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅମ୍ରିତପାଳ ସିଂଙ୍କ ଉପସ୍ଥିତିରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା। ଜନସାଧାରଣଙ୍କ ବିଭିନ୍ନ ସମସ୍ୟାର ଶୀଘ୍ର ସମାଧାନକୁ ଗୁରୁତ୍ୱ ଦେଇ ଏହି ଶିବିରରେ ମୋଟ ୧୩୯ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା।