31
ନୂଆପଡ଼ା – ୨୪/୦୯ – ନୂଆପଡ଼ା ଜିଲ୍ଲା ମୁଖ୍ୟାଳୟ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସଡ଼କ ସୁରକ୍ଷା କମିଟିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଗତକାଲି ଅନୁଷ୍ଠିତ ହୋଇଯାଇଛି।
