22
ନୂଆପଡ଼ା -୧୩/୭-ନୂଆପଡ଼ା ଜିଲ୍ଲା ଢେକୁନପାଣି ଗ୍ରାମରେ ଦୀର୍ଘ ଦିନ ଧରି ଲାଗି ରହିଥିବା ବିଦ୍ୟୁତ ସମସ୍ୟାର ସ୍ଥାୟୀ ପ୍ରତିକାର ପାଇଁ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ଗ୍ରାମରେ ଏକ ନୂତନ ଟ୍ରାନ୍ସଫର୍ମର ସ୍ଥାପନ କରି ତୁରନ୍ତ ବିଦ୍ୟୁତ ସରବରାହ ସ୍ୱାଭାବିକ କରିବା ଦାବିରେ ଆଜି ଜିଲ୍ଲା କଂଗ୍ରେସ ପକ୍ଷରୁ ବିଦ୍ୟୁତ ବିଭାଗର କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି।