31
ନୂଆପଡ଼ା -୨୩/୦୭- ନୂଆପଡ଼ା ଜିଲ୍ଲା ମୁଖ୍ୟାଳୟରେ ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ସ୍ୱାସ୍ଥ୍ୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ମାତୃ ଓ ଶିଶୁ ସ୍ୱାସ୍ଥ୍ୟ, ଟିବି ନିୟନ୍ତ୍ରଣ, ଟିକାକରଣ, ଆୟୁଷ୍ମାନ ଭାରତ ଯୋଜନା ସହ ବିଭିନ୍ନ ଜାତୀୟ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମର ଅଗ୍ରଗତି ସମୀକ୍ଷା କରାଯାଇଥିଲା।
