35
ନୂଆପଡ଼ା- ୨୦/୧୧- ନୂଆପଡ଼ା ଜିଲ୍ଲାରେ ଜିଲ୍ଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳାକୁ ସୁବ୍ୟବସ୍ଥିତ ଓ ଆକର୍ଷଣୀୟ ଢଙ୍ଗରେ ଆୟୋଜନ କରିବା ନେଇ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ସୁବାଷ ଚନ୍ଦ୍ର ରଇତଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି।