12
ଏହି ଅବସରରେ ଜିଲ୍ଲାପାଳ ଶ୍ରୀ ଦାଶ ନିଜ ଅଭିଭାଷଣରେ ମହିଳାମାନଙ୍କୁ ପ୍ରଶଂସା କରି କହିଥିଲେ ଯେ,
ନୂଆପଡ଼ା -୧୭/୪ – ନୂଆପଡ଼ା ଜିଲ୍ଲାରେ ମହିଳାଙ୍କୁ ଆର୍ଥିକ ଓ ସାମାଜିକ ସ୍ତରରେ ସୁଦୃଢ଼ କରିବା ଲକ୍ଷ୍ୟରେ ଏକ ବୃହତ ସଚେତନତା ଅଭିଯାନ ଆରମ୍ଭ ହୋଇଛି। ଜିଲ୍ଲା ପ୍ରଶାସନ ଓ ମିଶନ ଶକ୍ତି ବିଭାଗର ମିଳିତ ଆନୁକୂଳ୍ୟରେ ‘ନାରୀ ଶକ୍ତି ବନ୍ଦନ ଅଧିନିୟମ’ ଏବଂ ‘ସୁଭଦ୍ରା ଶକ୍ତି ମହିଳା ସଶକ୍ତିକରଣ’ ସଚେତନତା ଶୋଭାଯାତ୍ରା ଜିଲ୍ଲା ମୁଖ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି।


