132

ନୂଆପଡ଼ା -୧୦/୯- ନୂଆପଡ଼ା ଜିଲ୍ଲାରେ ଗତକାଲି ସମାପ୍ତ ହୋଇଯାଇଛି ଏକ ରୋମାଞ୍ଚକର ଏକଦିବସୀୟ ଆନ୍ତଃ ଜିଲ୍ଲା ସ୍ତରୀୟ ବ୍ୟାଡମିଣ୍ଟନ ପ୍ରତିଯୋଗିତା। ଜିଲ୍ଲା ପ୍ରଶାସନ ଏବଂ ସ୍ଥାନୀୟ ବ୍ୟାଡମିଣ୍ଟନ ପ୍ରେମୀଙ୍କ ମିଳିତ ସହଯୋଗରେ ଆୟୋଜିତ ଏହି ଟୁର୍ଣ୍ଣାମେଣ୍ଟରେ ଓଡ଼ିଶାର ବିଭିନ୍ନ ପ୍ରାନ୍ତରୁ ଆସିଥିବା ଖେଳାଳିମାନଙ୍କ ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳିଥିଲା।


