135
ନୂଆପଡ଼ା -୩୦/୪- ନୂଆପଡ଼ା ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ସ୍ଥାନୀୟ ଜିଲ୍ଲା ଓକିଲ ସଂଘ ସଭାଗୃହରେ ଏକ ଗୁରୁତ୍ୱପୂର୍ଣ୍ଣ ଆଇନ ସଚେତନତା ଶିବିର ସଫଳତାର ସହ ସମ୍ପନ୍ନ ହୋଇଯାଇଛି। ଦେଶର ପରିବର୍ତ୍ତିତ ଆଇନ ବ୍ୟବସ୍ଥା ଏବଂ ‘ଭାରତୀୟ ନାଗରିକ ସୁରକ୍ଷା ସଂହିତା- ୨୦୨୩’ର ବିଭିନ୍ନ ପ୍ରାବଧାନ ସମ୍ପର୍କରେ ଲୋକଙ୍କୁ ଅବଗତ କରାଇବା ଏହି କାର୍ଯ୍ୟକ୍ରମର ମୂଳ ଲକ୍ଷ୍ୟ ଥିଲା।


ପରିଶେଷରେ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ନବନୀତା ଦାଶ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରି ସଭା ସାଙ୍ଗ କରିଥିଲେ।