34
ଟାଟା ପାୱାର ଏବଂ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପି ୱେଷ୍ଟର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍ (TPWODL) ପକ୍ଷରୁ ଆୟୋଜିତ ଏହି ସଚେତନତା ଅଭିଯାନର ଶୁଭାରମ୍ଭ ଆଜି ନୂଆପଡ଼ା ଜିଲ୍ଲା କାର୍ଯ୍ୟାଳୟ ପରିସରରୁ ହୋଇଛି।ଏହି ଅବସରରେ ନୂଆପଡ଼ା ଜିଲ୍ଲାପାଳ ମଧୁସୂଦନ ଦାଶ ସବୁଜ ପତାକା ଦେଖାଇ ‘ସୋଲାର ରଥ’କୁ ଶୁଭାରମ୍ଭ କରିଥିଲେ। କାର୍ଯ୍ୟକ୍ରମରେ ଜିଲ୍ଲା ପ୍ରଶାସନ ଏବଂ TPWODLର ବରିଷ୍ଠ ଅଧିକାରୀଗଣ ଉପସ୍ଥିତ ଥିଲେ।
Table of Contents
ନୂଆପଡ଼ା -୩୦/୦୯- (ସୁରେନ୍ଦ୍ର ତିୱାରୀ) ପରିବେଶ ଅନୁକୂଳ ସୌର ଶକ୍ତିର ବ୍ୟବହାର ବୃଦ୍ଧି ସହ ‘ପିଏମ୍ ସୂର୍ଯ୍ୟ ଘର: ମୁଫ୍ତ ବିଜୁଳି ଯୋଜନା’ ସମ୍ପର୍କରେ ଜନସାଧାରଣଙ୍କୁ ଅଧିକ ସଚେତନ କରିବା ଏବଂ ରୁଫ୍ଟପ୍ ସୋଲାର ଗ୍ରହଣ ପାଇଁ ଉତ୍ସାହିତ କରିବା ଲକ୍ଷ୍ୟରେ ନୂଆପଡ଼ା ଜିଲ୍ଲାରେ ଆରମ୍ଭ ହୋଇଛି ‘ସୋଲାର ରଥ’ ସଚେତନତା ଅଭିଯାନ। ☀️