88

ନୂଆପଡ଼ା -୧୪/୧୦- ନୂଆପଡ଼ା ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ୍ ଶ୍ରୀମତୀ ଅନ୍ୟା ଦାସ ଆଜି କୋମନା ବ୍ଲକ ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ, ଶିକ୍ଷା ଓ ସ୍ୱାସ୍ଥ୍ୟସେବାର ଗୁଣବତ୍ତା ଅନୁଧ୍ୟାନ କରିଛନ୍ତି।
