116
ନୂଆପଡ଼ା -୨୮/୦୮- ସ୍ଥାନୀୟ ପୋଲିସ ପଡ଼ିଆସ୍ଥିତ ଇନଡୋର ଷ୍ଟାଡିୟମ ପରିସରରେ ଜାତୀୟ କ୍ରୀଡ଼ା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଭାରତୀୟ ହକିର କିମ୍ବଦନ୍ତୀ ପୁରୁଷ ତଥା ହକି ଯାଦୁକର ମେଜର ଧ୍ୟାନଚାନ୍ଦଙ୍କୁ ଶତାଧିକ କ୍ରୀଡ଼ାବିତ୍ ଓ ଜନସାଧାରଣ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

