13
ନୂଆପଡ଼ା -୨୯/୭- ଆସନ୍ତା ଅଗଷ୍ଟ ୧୫ ତାରିଖରେ ନୂଆପଡ଼ା ଜିଲ୍ଲା ସଦରମହକୁମାରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ଅତ୍ୟନ୍ତ ମହାସମାରୋହରେ ପାଳନ କରାଯିବ। ଏହି ଉପଲକ୍ଷେ ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହରେ ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।
