436
ନୂଆପଡ଼ା -୦୬/୦୭: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ନୂଆପଡ଼ା ଜିଲ୍ଲାରେ ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ ଜାରି କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ଏବଂ ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ସର୍ବାଧିକ ପ୍ରାଥମିକତା ଦେଇ ଜିଲ୍ଲାପାଳ, ନୂଆପଡ଼ା ଙ୍କ ନିର୍ଦ୍ଦେଶକ୍ରମେ ଆଜି ୦୬ ଜୁଲାଇ ୨୦୨୬ (ସୋମବାର) ଜିଲ୍ଲାର ସମସ୍ତ ପ୍ରକାର ର ସରକାରୀ, ପ୍ରାଇଭେଟ୍ , ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ବନ୍ଦ ରହିବ।