153
ନୂଆପଡ଼ା -୨୩/୭ – ନୂଆପଡ଼ା ଥାନା ଅନ୍ତର୍ଗତ ଟନୱାଟ ଛକ ନିକଟସ୍ଥ ବି.ବି . ପେଟ୍ରୋଲ ପମ୍ପ ସମ୍ମୁଖରେ ଜାତୀୟ ରାଜପଥ–୩୫୩ ରେ ଆଜି ଘଟିଥିବା ଏକ ଭୟଙ୍କର ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଦୁଇଜଣ ଗୁରୁତର ଆହତ ହୋଇ ଚିକିତ୍ସାଧୀନ ଅଛନ୍ତି।
