94
ନୂଆପଡ଼ା -୧୭/୬ – ଗ୍ରୀଷ୍ମ ଛୁଟି ପରେ ଆସନ୍ତାକାଲି (ଜୁନ୍ ୧୮) ଠାରୁ ରାଜ୍ୟରେ ସ୍କୁଲ ଖୋଲିବାକୁ ଯାଉଥିବା ବେଳେ, ନୂଆପଡ଼ା ଜିଲ୍ଲାରେ ପ୍ରବଳ ଗ୍ରୀଷ୍ମ ଲହରୀ ଓ ଅତ୍ୟଧିକ ଗୁଳୁଗୁଳି ପାଗକୁ ଦୃଷ୍ଟିରେ ରଖି ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଛାତ୍ରଛାତ୍ରୀଙ୍କ ସ୍ୱାସ୍ଥ୍ୟ ସୁରକ୍ଷା ପାଇଁ ଜିଲ୍ଲାପାଳ ମଧୁସୂଦନ ଦାଶ ବିଦ୍ୟାଳୟଗୁଡ଼ିକର ସମୟସୂଚୀରେ ପରିବର୍ତ୍ତନ କରିଛନ୍ତି।