15
ନୂଆପଡ଼ା -୦୪/୦୮- ନୂଆପଡ଼ା ବ୍ଲକ ଅନ୍ତର୍ଗତ ଆମସେନା ଗ୍ରାମ ପଞ୍ଚାୟତର ଗୁରୁକୁଳ ଆଶ୍ରମ ପରିସରରେ ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ସଭାପତିତ୍ୱରେ ଗ୍ରାମ ପଞ୍ଚାୟତ ସ୍ତରୀୟ ପ୍ରବାସୀ ଶ୍ରମିକ ନିରାକରଣ ସଚେତନତା ଶିବିର ଓ ବିଭିନ୍ନ ଜନକଲ୍ୟାଣମୂଳକ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ ହୋଇଛି। ଶ୍ରମିକ, କୃଷକ, ମହିଳା ଓ ସାଧାରଣ ଜନତାଙ୍କୁ ସରକାରଙ୍କ ବିଭିନ୍ନ ଜନହିତକର ଯୋଜନା ସମ୍ପର୍କରେ ସଚେତନ କରିବା ସହ ପ୍ରବାସୀ ଶ୍ରମିକ ସମସ୍ୟାର ସ୍ଥାୟୀ ସମାଧାନ ଉପରେ ଗୁରୁତ୍ୱାରୋପ କରାଯାଇଥିଲା।
