Home ରାଜ୍ୟବରଗଡ଼ରେ ମେଡ଼ିକାଲ କଲେଜ ପ୍ରତିଷ୍ଠା ପାଇଁ ବିଚାର ବିମର୍ଶ ଚାଲିଛି।

ବରଗଡ଼ରେ ମେଡ଼ିକାଲ କଲେଜ ପ୍ରତିଷ୍ଠା ପାଇଁ ବିଚାର ବିମର୍ଶ ଚାଲିଛି।

by Maraguda Express
0 comments

ବରଗଡ – ୧୩/୧ (ନିରୋଜ ପାଣି)
ବରଗଡ଼ ଲୋକସଭା ସାଂସଦ ଶ୍ରୀ ପ୍ରଦୀପ ପୁରୋହିତ ବରଗଡ଼ ଜିଲ୍ଲାର ବରଗଡ଼ ଠାରେ ୧୦୦ ସିଟ ବିଶିଷ୍ଟ ଏକ ମେଡ଼ିକାଲ କଲେଜ ପ୍ରତିଷ୍ଠା କରିବା ପାଇଁ ଗତ ଲୋକସଭା ଅଧିବେଶନ ରେ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବା ସହ କେନ୍ଦ୍ର ସ୍ଵାସ୍ଥ୍ୟମନ୍ତ୍ରୀ ଶ୍ରୀ ଜେ ପି ନଡ୍ଡା ଙ୍କୁ ସାକ୍ଷାତ କରି ଏକ ଦାବିପତ୍ର ପ୍ରଦାନ କରିଥିଲେ । ବରଗଡ଼ ରେ ମେଡ଼ିକାଲ କଲେଜ ସ୍ଥାପନ ପାଇଁ କେନ୍ଦ୍ର ସରକାର ତର୍ଜମା କରୁଛି ବୋଲି ମାନ୍ୟବର କେନ୍ଦ୍ରମନ୍ତ୍ରୀ ଶ୍ରୀ ଜେ ପି ନଡ୍ଡା ସାଂସଦ ପ୍ରଦୀପ ପୁରୋହିତ ଙ୍କୁ ଏକ ପତ୍ର ମାଧ୍ୟମରେ ଜଣାଇଛନ୍ତି ।

You may also like

Leave a Comment

Maraguda Express is a dynamic and reliable digital news platform committed to delivering fast, accurate, and unbiased news to the people. Rooted in journalistic integrity, Maraguda Express covers a wide range of topics including breaking news, politics, current affairs, development, culture, and regional issues, with a special focus on the voice of local communities

Edtior's Picks

Latest Articles

All Right Reserved. Designed and Developed by Web Odisha