29
ପରବର୍ତ୍ତୀ କାର୍ଯ୍ୟକ୍ରମରେ “ପକ୍ଷୀ ପାଇଁ ଦିନଟିଏ” ପାଳନ କରାଯାଇ ପକ୍ଷୀମାନଙ୍କୁ ଖାଦ୍ୟ ଓ ପାଣି ଯୋଗାଇ ଦିଆଯାଇଥିଲା।
ବିରୋମାଲ ପଞ୍ଚାୟତରେ ପ୍ରବାସୀ ଶ୍ରମିକ ସଚେତନତା ଶିବିର : “ପ୍ରବାସ ଶ୍ରମିକ ମୁକ୍ତ ଓ ଉନ୍ନତ ପଞ୍ଚାୟତ” ଗଠନ ପାଇଁ ଜିଲ୍ଲାପାଳଙ୍କ ଆହ୍ୱାନ।
previous post

ନୂଆପଡ଼ା – ୦୭/୦୪- ନୂଆପଡ଼ା ଜିଲ୍ଲା ସଦର ବ୍ଳକ୍ ଅନ୍ତର୍ଗତ ବିରୋମାଲ ଗ୍ରାମ ପଞ୍ଚାୟତରେ ପ୍ରବାସୀ ଶ୍ରମିକ ନିରାକରଣ ନିମନ୍ତେ ଏକ ବ୍ୟାପକ ସଚେତନତା ଶିବିର ଓ ବିଭିନ୍ନ ଲୋକାଭିମୁଖୀ କାର୍ଯ୍ୟକ୍ରମ ଗତକାଲି ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ଙ୍କ ଅଧ୍ୟକ୍ଷତା ରେ ଆୟୋଜିତ ସଭା ରେ ପ୍ରଥମେ ଜିଲ୍ଲା ମୂଖ୍ୟ ଉନ୍ନୟନ ଅଧିକାରୀ ସଭା ପରିଚାଳନା କରି ସମସ୍ତଙ୍କୁ ସ୍ୱାଗତ କରିଥିଲେ।



