20
ନୂଆପଡା – ୦୩/୦୪ – ନୂଆପଡା ପୋଲିସ ଏବଂ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାରେ ମାଓବାଦୀ ବିରୋଧୀ କାର୍ଯ୍ୟରେ କର୍ତ୍ତବ୍ୟ ପାଳନ ସମୟରେ ନିଜ ଜୀବନ ଉତ୍ସର୍ଗ କରିଥିବା ସାହସୀ ଶହୀଦମାନଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି।

