Home ରାଜ୍ୟମୁଖ୍ୟ ନିର୍ବାଚନ ଅଧିକାରୀ, ଓଡ଼ିଶା ପ୍ରେସ୍ ବିଜ୍ଞପ୍ତି

ମୁଖ୍ୟ ନିର୍ବାଚନ ଅଧିକାରୀ, ଓଡ଼ିଶା ପ୍ରେସ୍ ବିଜ୍ଞପ୍ତି

by Maraguda Express
0 comments

ନୂଆପଡ଼ା -୧୩/୯(DI&PRO)
ଭାରତ ନିର୍ବାଚନ ଆୟୋଗ ୦୧.୦୭.୨୦୨୫ କୁ ଯୋଗ୍ୟତା ତାରିଖ ଭାବରେ ରଖି ଓଡ଼ିଶାର ୭୧-ନୂଆପଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଅନୁଷ୍ଠିତ ହେବାକୁ ଯାଉ ଥିବା ଉପ-ନିର୍ବାଚନ ପାଇଁ ଜନପ୍ରତିନିଧିତ୍ୱ ଆଇନ, ୧୯୫୦ ର ଧାରା ୨୧ ଅନୁଯାୟୀ ଏକ ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ (SSR) ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।
ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ ନିମନ୍ତେ ନିମ୍ନଲିଖିତ କାର୍ଯ୍ୟସୂଚୀ ନିର୍ଦ୍ଧାରିତ ହୋଇଅଛି:
ମତଦାନ କେନ୍ଦ୍ରର ପୁନଃବ୍ୟବସ୍ଥାପନ / ପରିବର୍ତ୍ତନ ୧୪.୦୯.୨୦୨୫ ସୁଦ୍ଧା
(ରବିବାର)
ସମନ୍ୱିତ ଚିଠା ଭୋଟର ତାଲିକା ପ୍ରକାଶନ ତାରିଖ ୧୫.୦୯. ୨୦୨୫(ସୋମବାର)
ଦାବି ଏବଂ ଆପତ୍ତି ଦାଖଲ କରିବାର ଅବଧି ୧୫.୦୯.୨୦୨୫
(ସୋମବାର)ରୁ
୨୯.୦୯.୨୦୨୫
(ସୋମବାର)
ଦାବି ଏବଂ ଆପତ୍ତିର ସମାଧାନ ୦୭.୧୦.୨୦୨୫ ସୁଦ୍ଧା
(ମଙ୍ଗଳବାର)
ଭୋଟର ତାଲିକାର ଚୂଡ଼ାନ୍ତ ପ୍ରକାଶନ ତାରିଖ ୦୯.୧୦.୨୦୨୫
(ଗୁରୁବାର)

You may also like

Leave a Comment

Maraguda Express is a dynamic and reliable digital news platform committed to delivering fast, accurate, and unbiased news to the people. Rooted in journalistic integrity, Maraguda Express covers a wide range of topics including breaking news, politics, current affairs, development, culture, and regional issues, with a special focus on the voice of local communities

Edtior's Picks

Latest Articles

All Right Reserved. Designed and Developed by Web Odisha