94
ନୂଆପଡ଼ା -୧୮/୦୭- ନୂଆପଡ଼ା ଜିଲ୍ଲା ବୋଡେ଼ନ ବ୍ଲକର ଅଧିକାଂଶ ଗ୍ରାମପଞ୍ଚାୟତ ରେ ରଥଯାତ୍ରା ଅବସରରେ ପେନସନ ହିତାଧିକାରୀମାନଙ୍କୁ ଭତ୍ତା ବଣ୍ଟନ କରାଯାଇଥିବା ବେଳେ ସୁନାପୁର ଗ୍ରାମପଞ୍ଚାୟତ ରେ ଏହାର ବ୍ୟତିକ୍ରମ ଦେଖାଯାଇଥିବା ଅଭିଯୋଗ ଉଠିଛି। ଏହାକୁ ନେଇ ବୃଦ୍ଧ, ବିଧବା ଓ ଦିବ୍ୟାଙ୍ଗ ପେନସନ ଭୋଗୀମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।
