40
ନୂଆପଡ଼ା -୧୭/୪- ଦୁର୍ନୀତି ନିବାରଣ କ୍ଷେତ୍ରରେ ଓଡ଼ିଶା ଭିଜିଲାନ୍ସକୁ ମିଳିଛି ଏକ ବଡ଼ ସଫଳତା। ନୂଆପଡ଼ା ଜିଲ୍ଲାର ପୂର୍ବତନ ଜିଲ୍ଲା ଶ୍ରମ ଅଧିକାରୀ ସରତ କୁମାର ପାଣିଗ୍ରାହୀଙ୍କୁ ଏକ ଲାଞ୍ଚ ମାମଲାରେ ଗତ କାଲି ଭବାନୀପାଟଣା ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ ଦୋଷୀ ସାବ୍ୟସ୍ତ କରି କଠୋର ଦଣ୍ଡାଦେଶ ଶୁଣାଇଛନ୍ତି।
