14
ନୂଆପଡା -୦୩/୦୭- ଶିକ୍ଷା କ୍ଷେତ୍ରରେ ଅଭୂତପୂର୍ବ ସଫଳତା ସହ ପରିବେଶ ସୁରକ୍ଷା ପ୍ରତି ସଚେତନତା ସୃଷ୍ଟି କରିବା ଦିଗରେ ଏକ ପ୍ରଶଂସନୀୟ ପଦକ୍ଷେପ ଦେଖିବାକୁ ମିଳିଛି। ସିନାପାଲି ଗୋଷ୍ଠୀ ଶିକ୍ଷା ଅନ୍ତର୍ଗତ ଗୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପକ୍ଷରୁ ଏକ ଭବ୍ୟ ସମ୍ମାନ ସମାରୋହ ଆୟୋଜିତ ହୋଇଯାଇଛି, ଯେଉଁଠାରେ ବିଦ୍ୟାଳୟର ଗୌରବ ବଢ଼ାଇଥିବା ତିନି ଜଣ କୃତୀ ସନ୍ତାନଙ୍କୁ ସମ୍ବର୍ଦ୍ଧିତ କରାଯାଇଛି।